Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ନଦୀରେ ଗାଧୋଇବା ହେଲା କାଳ, ବୁଡିଯାଇ ୨ ମୃତ

9/06/2020 at 3:59 PM

ନିଶ୍ଚିତକୋଇଲି, ୦୯|୦୬:   କଟକ ଜିଲ୍ଲା ନିଶ୍ଚିତକୋଇଲି ଲୁଣା ନଦୀରେ ଏକ ଅଘଟଣ ଘଟିଛି । ନଦୀରେ ଗାଧୋଇବା ବେଳେ ୨ଜଣ ଯୁବକ ପ୍ରାଣ ହରାଇଛନ୍ତି ।

ସୂଚନାନୁସାରେ, ମାହାଙ୍ଗା ଥାନା ଗୋପାଳପୁର ଅଞ୍ଚଳର  ୪ ଜଣ ଯୁବକ ନଦୀରେ ଗାଧୋଉଥିଲେ । ଗାଧୋଇବା ବେଳେ ୨ ଜଣ ଯୁବକ ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକେ ଖୋଜା ଖୋଜି ପରେ ଜଣେ ଯୁବକଙ୍କୁ ଉଦ୍ଧାର କରିଥିଲେ । ଆଉ ଜଣେ ଯୁବକଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲା । ସେମାନଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଅଗ୍ନିଶମ ବିଭାଗ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲା । କିନ୍ତୁ ସେଠାରେ ଉଭୟ ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। 

ମୃତ୍ୟୁବରଣ କରିଥିବା ୨ ଯୁବକ ହେଲେ ମାହାଙ୍ଗା ଅଞ୍ଚଳର ଜିତେନ୍ଦ୍ର ପାଲ ଓ ଲିଟୁ ସାମଲ ।

   Related Posts