Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଭାରସାମ୍ୟ ହରାଇ ଓଲଟିଲା ବସ୍ ; ୨୦ରୁ ଅଧିକ ଆହତ

21/02/2019 at 8:14 AM

ଭଞ୍ଜନଗର ୨୧|୨: ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି ପଡିଲା ବରଯାତ୍ରୀ ବସ୍ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର କଳିଙ୍ଗା ଘାଟିରେ ବରଯାତ୍ରୀ ବସ୍ ଓଲଟି ୨୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଜଣଙ୍କ ହାତ କଟି ଯାଇଛି । ଅମ୍ରିତା ନାମକ ଏହି ଘରୋଇ ବସ୍ ରେ ପ୍ରାୟ ୩୫ ଜଣ ବରଯାତ୍ରୀ ରାଉଲକେଲା ରୁ ଆସିକା ଆସୁଥିବା ବେଳେ କଳିଙ୍ଗା ଘାଟିଠାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଆହତ ମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲକୁ ଅଣାଯାଇଛି ଏବଂ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ।

   Related Posts