ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ; ୨୦ରୁ ଅଧିକ ଯାତ୍ରୀ ଆହତ
28/01/2019 at 9:04 AM

ଚଣ୍ଡିଖୋଲ ୨୮|୧: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ପାଖର ଛକରେ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨୦ରୁ ଅଧିକ ବସ୍ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଚଣ୍ଡିଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅଧିକ ଗୁରୁତରଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି । ବସଟି ଚଣ୍ଡିଖୋଲରୁ ସୁକିନ୍ଦା ଅଭିମୁଖେ ଯାଉଥିଲା ।
Related Posts
ମହିଳାଙ୍କ ଗଳାକାଟି ହତ୍ୟା, ତା ପରେ ଲୁଟ୍…
23 January 2021