Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ; ୨୦ରୁ ଅଧିକ ଯାତ୍ରୀ ଆହତ

28/01/2019 at 9:04 AM

ଚଣ୍ଡିଖୋଲ ୨୮|୧: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ପାଖର ଛକରେ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨୦ରୁ ଅଧିକ ବସ୍ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଚଣ୍ଡିଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅଧିକ ଗୁରୁତରଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି । ବସଟି ଚଣ୍ଡିଖୋଲରୁ ସୁକିନ୍ଦା ଅଭିମୁଖେ ଯାଉଥିଲା ।

   Related Posts