Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଘାଟିରେ ୨୦ ଫୁଟ ତଳକୁ ଖସିଲା ବସ୍, ୨୦ରୁ ଅଧିକ ଆହତ

18/10/2019 at 8:30 AM

ମୋହନା ।୧୦: ଗଜପତି ଜିଲ୍ଲା ମର୍ଲବା ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଛି ଯାତ୍ରୀବାହୀ ବସ ଇସ୍ପାତ । ଫଳରେ ଏଥିରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୫ ରୁ ଅଧିକ ଗୁରୁତର ହୋଇଛନ୍ତି ।

ବସଟି ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଯାଉଥିବାବେଳେ ଆଜି ଭୋର ସମୟରେ ଦୁର୍ଘଟଣା ହୋଇଛି । ଆହତମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଖଜୁରିପଦା ଓ ରାୟଗଡା ମେଡିକାଲରେ ଭର୍ତ୍ତି କରିଛନ୍ତି । ସ୍ଥାନୀୟ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ବସଟି ଘାଟିର ପ୍ରାୟ ୨୦ ଫୁଟ ତଳକୁ ଖସିପଡିଛି ।

   Related Posts