Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ପୁଣି ରାଜଧାନୀରୁ ଧଳା ଜହର ଜବତ ; ଜଣେ ମହିଳା ଗିରଫ

7/02/2019 at 2:12 PM

ଭୁବନେଶ୍ବର ୭|୨: ପୁଣି ରାଜଧାନୀରୁ ଜବତ ହେଲା ଧଳା ଜହର । ଭୁବନେଶ୍ବର ସ୍ଥିତ ଖଣ୍ଡଗିରି ବାରିର ପ୍ଲଟ୍ ନଂ-୮୮/୮୨ରୁ ବ୍ରାଉନସୁଗାର ଜବତ ହୋଇଛି । ୨୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ବ୍ରାଉନସୁଗାର କାରବାର ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କା ହେବ ।

ଧଳା ଜହର କାରବାରରେ ସପୃକ୍ତ ଥିବା ଯୁବକ ଯୁବତୀଙ୍କୁ ଧରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି କମିଶନରେଟ୍ ପୋଲିସ ।

   Related Posts