Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଟାଟା ଏସିଇ ଗାଡି ଓଲଟି ୨୦ ଶ୍ରମିକ ଆହତ, ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

14/07/2021 at 4:53 PM

ସାନଖେମୁଣ୍ଡି ୧୪।୭: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ତାଳପଡା ଠାକୁରାଣୀ ମନ୍ଦିର ନିକଟରେ ଏକ ଟାଟା ଏସିଇ ଗାଡ଼ି ଓଲଟି ପ୍ରାୟ ୨୦ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।  ସମସ୍ତ ଆହତମାନଙ୍କୁ ପ୍ରଥମେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।  ପରେ ଗୁରୁତରମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।  ଏହି ଶ୍ରମିକମାନେ ନୂଆପେଣ୍ଠା ଗ୍ରାମର ଜଣେ ବ୍ୟକ୍ତିଙ୍କ ନୂଆ ଘରର ଛାତ ପକାଇବାକୁ ଯାଇଥିଲେ । ଫେରିବା ବେଳେ ଗାଡ଼ିର ଟାୟାର ଫାଟି ଯିବାରୁ ତାହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।  ଜରଡା ଥାନା ଓ ଖାରିଆଗୁଡା ଫାଣ୍ଡି ପୋଲିସ ସମେତ ପାତ୍ରପୁର ବିଡିଓ, ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ।

   Related Posts