Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଗସ୍ତି ନୂଆଗାଁ ଓ ଚମାଖଣ୍ଡି ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀ ନିର୍ଦ୍ବନ୍ଦରେ ନିର୍ବାଚିତ
  • ||
  • ରାଜ୍ୟରେ ବୁଧବାର ସୁସ୍ଥହେଲେ ଆଉ ୧୦ହଜାର ୭୮ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୭୩ ଜଣ ଡିସଚାର୍ଜ
  • ||
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||

ମୁମ୍ବାଇର ପିମ୍ପରିପଡ଼ାରେ କାନ୍ଥ ଭୁଶୁଡ଼ି ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୮ଜଣ ଆହତ : ଉଦ୍ଧାର କାର୍ଯ୍ୟ ଜାରି

2/07/2019 at 7:26 PM

ମୁମ୍ବାଇ  ୨/୭: ମୁମ୍ବାଇ ପାଇଁ ବିପତ୍ତି ଆଣିଛି ବର୍ଷା ।  ପ୍ରବଳ ବର୍ଷା ଯୋଗୁଁ ଆଜି ସଂଧ୍ୟାରେ  ମୁମ୍ବାଇର ପିମ୍ପରିପଡ଼ା ଅଂଚଳରେ କାନ୍ଥ ଭୁଶୁଡ଼ି ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୮ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାରକାର୍ଯ୍ୟ ଚଳାଇଛନ୍ତି ।

ଦୁର୍ଘଟଣା ଅଂଚଳ ଅଣ ଓସାରିଆ ହୋଇଥିବା ଉଦ୍ଧାର କାର୍ଯ୍ୟ କଷ୍ଟସାଧ୍ୟ ବୋଲି କହିଁଛନ୍ତି ଚିଫ୍‌ ଫାୟାର ଅଫିସର । ତେବେ ଭଙ୍ଗା କାନ୍ଥ ତଳୁ ଜଣେ ମହିଳାଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ସୂଚନା ଦେଇଛନ୍ତି ।

   Related Posts