ଶୁକ୍ରବାରର ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କେମିତି କଟିବ ଆସନ୍ତାକାଲିର ଦିନ

Published By : Prameya-News7 Bureau | May 20, 2021 IST

ମେଷ – ଅଧ୍ୟୟନପୂର୍ବକ ନିଜକୁ ପ୍ରସ୍ତୁତ ରଖିବାକୁ ପଡିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ଆଶ୍ୱସ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

-କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

-ବ୍ୟବସାୟୀ- ଅର୍ଥ ଲାଭ ହେବ ।

-ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

-ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

-ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

-ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

ବୃଷ – ମନ ପ୍ରଫୁଲ୍ଲ ରହିବ । କଳହ ଠାରୁ ନିଜକୁ ଦୂରେଇ ରଖିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

-ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

-ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

-ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

-କର୍ମଜୀବି- ସମ୍ମାନିତ ହେବେ ।

-ବ୍ୟବସାୟୀ- ଅର୍ଥ ହାନୀ ହେବ ।

-ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - ବିବାଦୀୟ ଘଟଣାରେ ବିଜୟୀ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

-ଚାଷୀ- ଜଳ ସଞ୍ଚୟ କରନ୍ତୁ ।

-ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

-କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

-ବ୍ୟବସାୟୀ- ଅର୍ଥ ଲାଭ ହେବ ।

-ଗୃହିଣୀ- ସୁଖ ଅନୁଭବ କରିବେ ।

-ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

କର୍କଟ – ନୃତ୍ୟ-ସଙ୍ଗୀତ ପ୍ରିୟ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଧର୍ମମାର୍ଗରେ ମନୋନିବେଶ କରିବେ । ଲୋଭହୀନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

-ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

-ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

-ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

-ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

-ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।-ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

-ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

-ଚାଷୀ- ଶ୍ରମ ସାର୍ଥକ ହେବ ।

-ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

-ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

କନ୍ୟା – କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବହୁ ବିଧ ଧନ ସୁଖ ସନ୍ତୋଷ ସବୁ କିଛି ମିଳିବ । ଉତ୍ତମଗୁଣ ସମ୍ପନ୍ନ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ l

-ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

-ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

-ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

-କର୍ମଜୀବି- ସହଯୋଗ ମିଳିବ ।

-ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

-ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – କାର୍ଯ୍ୟର ପୂର୍ଣ୍ଣାଙ୍ଗ ରୂପ-ରେଖ ଦେଇପାରନ୍ତି । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।-ରୋଗୀ- ସୁସ୍ଥ ଅନୁଭବ କରିବେ ।

-ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

-ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

-କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

-ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

-ଗୃହିଣୀ- ସୁଖୀ ହେବେ ।

ବିଛା – ଶୁଭ ସମାଚାର ମିଳିପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।-ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

-ରୋଗୀ- ଅସୁସ୍ଥ ଅନୁଭବ କରିବେ ।

-ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

-କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

-ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

-ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ପାଇଁ ତା’ର ସଦ୍ ବ୍ୟବହାର କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

-ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

-ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

-ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

-କର୍ମଜୀବି- ସହଯୋଗ ମିଳିବ ।

-ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

-ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର – ମନୋରଥ ପୂରଣ ହେବ । ବହୁ ବିଦ୍ୟା ପାରଙ୍ଗମ ହେବେ । ଯଶସ୍ୱୀ ହେବେ । ନିର୍ଭୟରେ କାର୍ଯ୍ୟ କରି ଚାଲିବେ, ମାତ୍ର ଅଷ୍ଟମ ଚନ୍ଦ୍ର ହେତୁ ଉଚ୍ଚ ସ୍ଥାନରୁ ପତନ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

-ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

-ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

-ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

-କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

-ବ୍ୟବସାୟୀ- ସଫଳତା ମିଳିବ ।

-ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - ଅପାରଗ ହସ୍ତରୁ କାର୍ଯ୍ୟ ଛଡାଇ ଆଣି ନିଜେ ସେହି କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

-ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

-ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

-ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

-କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

-ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

-ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି । ସୁନ୍ଦର ଓ ମୂଲ୍ୟବାନ୍ ବସ୍ତୁ ଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ସହ-ଯୋଗ ପାଇ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

-ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

-ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

-ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

-କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

-ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

-ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.