Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ସଟ୍‌ଡାଉନ୍‌ରେ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗ : ୨୨ ଜଣ ଗିରଫ

26/04/2021 at 11:19 AM

ଜୟପୁର ୨୬।୪: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ୨୨ ଜଣ ଗିରଫ ହୋଇଛନ୍ତି । ସଟ୍‌ଡାଉନ୍ ସମୟରେ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗ ହୋଇଥିଲା । ଜୟପୁର ଓ ଏହାର ଆଖପାଖ ଅଞ୍ଚଳରୁ ଗିରଫ ଅମାନିଆକୁ ଗିରଫ କରିଛି ଜୟପୁର ସଦର ଓ ଟାଉନ୍ ପୋଲିସ । ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜୟପୁର ମେଡିକାଲକୁ ପଠାଯାଇଛି । ସ୍ବାସ୍ଥ୍ୟ ପରୀକ୍ଷା ପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯିବ ।

   Related Posts