୨୨ ଜୁଲାଇ ତାରିଖ ରାଶିଫଳ, ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 21, 2021 IST

ମେଷ–ସତ୍‌କର୍ମରେ ବ୍ୟୟକରି ଆତ୍ମସନ୍ତୋଷ କରିବେ । ଚଞ୍ଚଳସ୍ୱଭାବ ପାଇଁବିପଦରେ ପଡି ପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିବେ ।କୋମଳ ଭାଷା ପ୍ରୟୋଗ କରି ଶ୍ରୋତାମାନଙ୍କ ମନ କିଣିପାରନ୍ତି ।ଶୁଭରଙ୍ଗ ଲାଲ୍ ।ଶୁଭଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ– ଦେବ ଦର୍ଶନ ଶୁଭପ୍ରଦ ହେବ । ଧନ ସହିତ ଦ୍ରବ୍ୟଲାଭର ସୂଚନା ମିଳୁଛି ।ଲୋକପ୍ରିୟ ହେବେ ।ସରକାରୀ ସ୍ତରରେ ସମ୍ମାନିତ ହେବେ ।କାର୍ଯ୍ୟର ସଫଳ ରୂପାୟନ କରିପାରନ୍ତି ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - ସୁଯୋଗର ସଦୁପଯୋଗ କରିପାରନ୍ତି । ପରିବାରର ମୁଖ୍ୟ ଭାବେ ବହୁ ସମ୍ମାନର ଅଧିକାରୀ ହେବେ । ମନ ପ୍ରସନ୍ନରହିବ ।ବ୍ୟବସାୟ ଲାଭ ଜନକ ହେବ । ଯଶସ୍ୱୀ ଓ ପାରିବାରିକ ସ୍ନେହ ରହିବ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ–ଉପୁଜିଥିବା ସମସ୍ୟାର ସମାଧାନ ହେବ ।ଭ୍ରମଣ ସୁଖଦାୟକ ହେବ ।ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟିଭୋଗ-ବିଳାସରେ ଅତିବାହିତ ହେବ ।ସୁଖସମୃଦ୍ଧି ପୂର୍ଣ୍ଣ ଜୀବନ ଯାପନ କରିବେ ।ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ –ସାବଧାନ ନ ରହିଲେ ସୁଯୋଗ ଦୁର୍ଯୋଗରେ ପରିଗଣିତ ହୋଇପାରେ । ସାମୟିକ ଭାବେଭୟାତୁର ହୋଇପାରନ୍ତି । ସ୍ୱାଭିମାନୀ ହେବେ ।ଜଳଯାତ୍ରା ଶୁଭ ଦାୟକ ନୁହେଁ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା–ଜଟିଳ ସମସ୍ୟାର ସମାଧାନ ହେବ ।ହୀତକାର ମିତ୍ରମାନଙ୍କ ସାନ୍ନିଧ୍ୟ ମିଳିବ ।ବ୍ୟବସାୟ ଲାଭଜନକ ହେବ ।ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି ।ମନରେ ଅହଂଭାବ ଜାଗ୍ରତ ହୋଇପାରେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା–ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ ।ଈର୍ଷା ପରାୟଣ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ମାନସିକ ଶାନ୍ତିଫେରି ପାଇବେ ।ଚାକିରିରେ ସୁନାମ ଅର୍ଜନ କରିବେ ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା–କୌଣସି ପରିସ୍ଥିତିରେ ଧୈର୍ଯ୍ୟହରା ହେବେ ନାହିଁ ।ମନରେ ଜାତ ଉଦ୍‌ବେଗକୁ ଚାପି ରଖିବାକୁ ପଡିବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି ।ବ୍ୟବସାୟରୁ ପ୍ରଚୁର ଧନଭାବ ହେବ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ –ସ୍ଥିର ସ୍ୱଭାବ ଯୋଗୁଁ କଳହରେ ଜଡିତ ନ ହୋଇ ପାରନ୍ତି । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେଷ୍ଠ ଧର୍ମ ଭାବେ ବିବେଚିତ କରିବେ ।ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହୋଇପାରନ୍ତି ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର– ଦେବୀ ଦର୍ଶନ କରି ସୁଖୀ ହେବେ ।କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନରହିବ । ଥଣ୍ଡା କଫ ଜନିତସମସ୍ୟା ଦୂରହେବ ।ସାନ ଭାଇଙ୍କଠାରୁ ଆଦର ମିଳିବ ।ଶୁଭରଙ୍ଗୟେଲୋ ।ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କୁମ୍ଭ -ଦେବୀ ଦର୍ଶନର ସୌଭାଗ୍ୟ ଅଛି । ଆଳସ୍ୟ ଅନୁଭବ କରିବେ ।ଭାଗ୍ୟଶାଳୀ ହୋଇପାରନ୍ତି ।ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଧନାଗମ ହେବ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ - ଶୁକ୍ରଗ୍ରହଙ୍କ ଆର୍ଶୀବାଦରୁ ସୌଭାଗ୍ୟ ବୃଦ୍ଧିହେବ ।ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ ।ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି ।ସୈନିକମାନଙ୍କ ମନୋବଳ ବୃଦ୍ଧିହେବ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୫ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.