Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରାଜଧାନୀରୁ ଆଉ ୨୨୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୮

20/10/2020 at 3:54 PM

ଭୁବନେଶ୍ୱର, ୨୦।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୬୭୦ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪୭ ଜଣ ରହିଥିବା ବେଳେ ୧୮୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୬୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୭୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୨ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts