Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

କମୁଛି ସଂକ୍ରମଣ ଗ୍ରାଫ୍ : ଭୁବନେଶ୍ବରରୁ ଦିନକରେ ୨୩୧ ଆକ୍ରାନ୍ତ ଚିହ୍ନଟ, ୨୪୯ ସୁସ୍ଥ

4/07/2021 at 7:45 PM

ଭୁବନେଶ୍ବର ୦୪/ ୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୩୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୧୮୫ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୧, ୩୫୦ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୯,୬୪୧ ଜଣ ସୁସ୍ଥ ହୋଇସାରିଛନ୍ତି । ୪୭୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨୧୮ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୪୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts