ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କୋଭିଡ୍ ସଂକ୍ରମିତ, ୩୩୦୯୨୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
6/01/2021 at 10:51 AM

ଭୁବନେଶ୍ବର ୬।୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଦେବଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
Covid-19 Report For 5th January, 2021
— I & PR Department, Odisha (@IPR_Odisha) January 6, 2021
New Positive Cases: 231
In quarantine: 133
Local contacts: 98
(Details of local contacts will be shared by concerned District Administration)
District Wise Cases:
1. Angul: 21
2. Balasore: 8
3. Bargarh: 25
4. Bhadrak: 5
5. Balangir: 11
6. Boudh: 1
— I & PR Department, Odisha (@IPR_Odisha) January 6, 2021
7. Cuttack: 11
8. Deogarh: 2
9. Dhenkanal: 2
10. Gajapati: 3
11. Ganjam: 4
12. Jagatsinghpur: 2
13. Jajpur: 12
14. Jharsuguda: 15
15. Kalahandi: 1
16. Kendrapada: 10
17. Keonjhar: 9
18. Khurda: 11
19. Koraput: 3
20. Mayurbhanj: 8
21. Nawarangpur: 2
22. Nayagarh: 2
23. Nuapada: 1
— I & PR Department, Odisha (@IPR_Odisha) January 6, 2021
24. Puri: 10
25. Rayagada: 1
26. Sambalpur: 14
27. Sonepur: 2
28. Sundargarh: 32
29. State Pool: 3
New recoveries: 271
Cumulative tested: 7065078
Positive: 330921
Recovered: 326778
Active cases: 2203
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୬୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୬୫୦୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।