Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ବାଇପାସ୍ ରାସ୍ତା ନିର୍ମାଣ ଦାବିରେ ୨୪ଘଣ୍ଟିଆ ମନମୁଣ୍ଡା ବନ୍ଦ

21/12/2018 at 9:58 AM

ବୌଦ୍ଧ ୨୧|୧୨: ଆଜି ଦିନିକିଆ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ । ବାଇପାସ୍ ରାସ୍ତା ନିର୍ମାଣ ଦାବିରେ ମନମୁଣ୍ଡା ଅଞ୍ଚଳବାସୀଙ୍କ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ବନ୍ଦ ଯୋଗୁଁ ବିଭିନ୍ନ ସ୍କୁଲ, କଲେଜ, ସରକାରୀ, ବେସରକାରୀ ଅଫିସ ଓ ଦୋକାନ ବଜାର ବନ୍ଦ ରହିଛି । ବନ୍ଦ ଯୋଗୁଁ ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଯାଛି ।

   Related Posts