Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ପ୍ରେମ ପାଇଁ ଆତ୍ମହତ୍ୟା ! ସିଡ଼ିଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମାମଲା ରୁଜୁ କଲା ପୋଲିସ

25/07/2021 at 9:04 PM

ପାଟଣା ୨୫।୦୭: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଚାଖୁଣ୍ଡାପାଳ ଗ୍ରାମର ନାଏକ ସାହିରେ ଏକ ଅଭାବନୀୟ ଘଟଣା ଘଟିଛି । ସିଡି ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଯୁବକ ହେଲେ ଘନଶ୍ୟାମ ନାଏକଙ୍କ ପୁଅ ଅନୀଲ କୁମାର ନାଏକ(୨୪) ।

ସୂଚନା ଅନୁସାରେ ରବିବାର ଅପରାହ୍ନରେ ସେ ନିଜ ସିଡି ଘରେ ଥିବା ଲୁହାରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପିଠାଇଛି । ପୋଲିସର ପ୍ରାଥମିକ ତଦନ୍ତ ଅନୁସାରେ ଏହା ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା ହୋଇଥିବା ଜଣାପଡିଛି । ଏନେଇ ତୁରୁମୁଙ୍ଗା ଥାନାରେ ୨୪/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ବୈଦ୍ୟନାଥ ସାହୁ ଗଣମାଧ୍ୟମକୁ ଜଣାଇଛନ୍ତି ।

   Related Posts