Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଦିଲ୍ଲୀରେ କରୋନା ବେକାବୁ, ୨୪ ଘଣ୍ଟାରେ ୨୪ ହଜାର କରୋନା ସଂକ୍ରମିତ ଚିହ୍ନଟ

17/04/2021 at 10:50 PM

ନୂଆଦିଲ୍ଲୀ  ୨୦।୩: କରୋନା ଭାଇରସ ମହାମାରୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଚଳିତବର୍ଷର ସଂକ୍ରମଣ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ରାଜଧାନୀର ବିଭିନ୍ନ ସ୍ଥାନରେ ୨୪,୩୭୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚଳିତବର୍ଷ ଦୈନିକ ସଂକ୍ରମଣ ମାମଲାରେ ଏହା ସବୁଠୁ ଅଧିକ ବୋଲି କୁହାଯାଉଛି । ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଏହି ସୂଚନା ଜାରି କରିଥିବା ବେଳେ ସଂକ୍ରମିତ ଚିହ୍ନଟଙ୍କ ମଧ୍ୟରୁ ୧୬୭ ଜଣଙ୍କ ମୃତ୍ୟୁ ହୋଇଛି ।

ନୂଆ ସଂକ୍ରମିତଙ୍କ ସହ ରାଜଧାନୀ ଦିଲ୍ଲୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୯୭ ହଜାର ୭୯୯ରେ ପହଞ୍ଚିଛି ।  ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣ ଲାଗି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲ କର୍ଫ୍ୟୁ ଲାଗୁ କରିବା ସହ ସପ୍ତାହନ୍ତ ସଟ୍‌ଡାଉନ୍‌ ଲଗାଇଛନ୍ତି ।

   Related Posts