Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଭୁବନେଶ୍ବରରୁ ଦିନକରେ ୨୪୬ ଆକ୍ରାନ୍ତ ଚିହ୍ନଟ, ୫୫୧ ସୁସ୍ଥ

21/06/2021 at 8:34 PM

ଭୁବନେଶ୍ବର ୨୧/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୪୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୧୧ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୬, ୯୩୫ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୪, ୯୬୩ ଜଣ ସୁସ୍ଥ ହୋଇସାରିଛନ୍ତି । ୪୦୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫୪୪ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୫୫୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts