ଭୁବନେଶ୍ୱରରୁ ଆଉ ୨୪୭ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୯୯

Published By : Prameya-News7 Bureau | August 14, 2020 IST

ଭୁବନେଶ୍ୱର, ୧୪/୦୮ :  ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ଆଉ ୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୯୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୦୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ଭୁବନେଶ୍ୱରରେ ଏବେସୁଦ୍ଧା ୪୮୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୧୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୨୩ଜଣ ପ୍ରାଣ ହରାଇଥିବା ବେଳେ ୧୬୯୫ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.