Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||

ଗଞ୍ଜାମରେ ସାଢେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

19/07/2020 at 11:06 AM

ବ୍ରହ୍ମପୁର ୧୯।୦୭: ଗଞ୍ଜାମ ଜିଲ୍ଲାରେ ବଢିଚାଲିଛି  କରୋନା ସଂକ୍ରମିତଙ୍କ ସଂଖ୍ୟା ।  ଆଜି ଜିଲ୍ଲାରୁ ପୁଣି ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ସାଢେ ୫ ହଜାର ଟପିଛି  । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫୨୭ରେ ପହଞ୍ଚିଛି ।

ତେବେ କରୋନା ସଂକ୍ରମଣରେ ବ୍ରେକ ଲାଗୁନଥିବା ବେଳେ ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ରାଉରକେଲା ମହାନଗରରେ ପୁଣି ଥରେ ଲକ୍‌ଡ଼ାଉନ୍‌ ଲାଗୁ କରିଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରେ ଏଭଳି ସଂଗୀନ୍ ପରିସ୍ଥିତିରେ କରୋନା ମହାମାରୀକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନ ୧ଟାଏ ପରେ କୌଣସି ଯାନବାହାନ ଯାତାୟାତ କରିପାରିବେ ନାହିଁ ବୋଲି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

   Related Posts