ସୋମବାରର ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କେମିତି କଟିବ ଆସନ୍ତାକାଲିର ଦିନ

Published By : Prameya-News7 Bureau | May 23, 2021 IST

ମେଷ – ବାଧକାଧିପ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ – ଭାଗ୍ୟଧିପ ପ୍ରଭାବରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଆପଣଙ୍କ ସହ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ସମସ୍ୟାକୁ ବଢାଇ ଦେଇପାରନ୍ତି । ମୃଗଶିରା ନକ୍ଷତ୍ରର ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ। ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଆଜି ବୁଧାଦିତ୍ୟ ଯୋଗରୁ ଯାହା କରନ୍ତୁ ନା କାହିଁକି, ସବୁ କାମ ସହଜ ଓ ସୁବିଧାରେ ସମ୍ପନ୍ନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ଏକାଦଶସ୍ଥ ଶୁକ୍ର ଓ ରାହୁ ପ୍ରଭାବରୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ । କନ୍ୟା – କାମଗୁଡିକ ରାହୁଙ୍କ ଯୋଗୁଁ ସମସ୍ୟାବହୁଳ ହେତୁ ମନରେ ସରସତା ରହିବ ନାହିଁ । ବିଳାସ ଉପକରଣ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.