କଣ୍ଟାବାଞ୍ଜି ରେଲଓ୍ବେ ଷ୍ଟେସନରୁ ୨୫ ଜଣ ଦାଦନ ଶ୍ରମିକ ଉଦ୍ଧାର
10/11/2018 at 2:21 PM

ବଲାଙ୍ଗିର ୧୦|୧୧: ଦାଦନ ଶ୍ରମିକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲଓ୍ବେ ଷ୍ଟେସନରୁ ୨୫ ଜଣ ଦାଦନ ଉଦ୍ଧାର ହୋଇଛନ୍ତି । ସେମାନଙ୍କୁ କଣ୍ଟାବାଞ୍ଜି ପୋଲିସ ଉଦ୍ଧାର କରିଛି । ଉଦ୍ଧାର ଦାଦନ ଶ୍ରମିକଙ୍କୁ କଣ୍ଟାବାଞ୍ଜି ଥାନାରେ ରଖି ପଚରା ଉଚରା କରୁଛି ପୋଲିସ । ସେମାନଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ସୂଚନା ମିଳିଛି ।