Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

କର୍ଣ୍ଣାଟକ ମାଣ୍ଡ୍ୟାରେ କେନାଲକୁ ଖସିପଡିଲା ଯାତ୍ରୀବାହୀ ବସ୍ ; ୨୫ଜଣ ମୃତ

24/11/2018 at 3:40 PM

ମାଣ୍ଡ୍ୟା ୨୪|୧୧:  କର୍ଣ୍ଣାଟକ ମାଣ୍ଡ୍ୟା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କେନାଲରେ ଖସିପଡିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣା ଫଳରେ ୨୫ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୫ଜଣ ଶିଶୁ ଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ମାଣ୍ଡ୍ୟା ଜିଲ୍ଲା କନଗାନାମାରାଡି ଗାଁ ନିକଟରେ ଭାରସାମ୍ୟ ହରାଇ ବସ୍ ଟି ଭିସି କେନାଲକୁ ଖସିପଡିଥିଲା । ବସ୍ ଟି ସଂପୂର୍ଣ୍ଣ ଭାବେ କେନାଲରେ ବୁଡି ଯାଇଥିଲା । ବସ୍ ଟି କେନାଲରେ ଖସିପଡିବାର ଦେଖି ବିଲରେ କାମ କରୁଥିବା ଗ୍ରାମବାସୀମାନେ ତୁରନ୍ତ ଘଟଣାସ୍ଥଳକୁ ଆସି ଉଦ୍ଧାର କାର୍ଯ୍ୟ କରିଥିଲେ । ପରେ ଘଟଣାସ୍ଥଳରେ ପୋଲିସ ଏବଂ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା ।

   Related Posts