Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ତହସିଲଦାରଙ୍କ ଘରୁ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସମେତ ବହୁ ସାମଗ୍ରୀ ଲୁଟ୍

27/11/2018 at 9:58 PM

ରାୟଗଡା ୨୭/୧୧: ରାୟଗଡା ସହରରେ ଘଟିଛି ବଡ ଧରଣର ଲୁଟ। ସହରର ଅଶୋକ ନଗରରେ ରହୁଥିବା କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ତହସିଲଦାର ମଧୁମିତା କରଙ୍କ ଘରୁ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସମେତ ବହୁ ସାମଗ୍ରୀ ଚୋରି ହୋଇଛି । ଗତ ୧୧ ଦିନ ଧରି ଘରେ କେହି ନଥିଲେ। ଏହାର ସୁଯୋଗ ନେଇ ଚୋରି ହୋଇଛି । ଘଟଣା ପରେ ପୁଲିସ ପହଞ୍ଚି ତଦନ୍ତ କରୁଛି ।

   Related Posts