Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଜାତୀୟ ରାଜପଥରେ ଲୁଟ୍‌: ଭୁଜାଲି ଦେଖାଇ ୨୫ ଲକ୍ଷ ଟଙ୍କାର ସୁନା ଲୁଟି ନେଲେ ଦୁର୍ବୃତ୍ତ

5/11/2020 at 7:11 PM

ସୋର୫/୧୧: ଭୁଜାଲି ଦେଖାଇ ୫ ଶହ ଗ୍ରାମର ସୁନା ଲୁଟି ନେଲେ ଦୁର୍ବୃତ୍ତ। ଦୁର୍ବୃତ୍ତମାନେ ପଲସର ବାଇକ୍‌ରେ ଆସି ଆତଙ୍କ ସୃଷ୍ଟି କରିଥିଲେ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳର ଜଣେ ସୁନା କାରିଗର ପ୍ରାୟ ୫ ଶହ ଗ୍ରାମର ସୁନା ଧରି ଯିବା ବେଳେ ଏହି ଲୁଟ୍ ହୋଇଥିଲା।

କାରିଗର ଜଣଙ୍କ ପ୍ରାୟ ୫ ଶହ ଗ୍ରାମର ସୁନା ଅଳଙ୍କାର ନିର୍ମାଣ କରି ବାଲେଶ୍ବରରେ ବିଭିନ୍ନ ସୁନା ଦୋକାନୀଙ୍କୁ ଦେବାଲାଗି ଯାଉଥିଲେ। ଠିକ୍ ସେହି ସମୟରେ ୧୬ନଂ ଜାତୀୟ ରାଜପଥ ପାଇକାଳିଠାରେ ଗହଣା କାରିଗରଙ୍କ ଠାରୁ ଦୁର୍ବୃତ୍ତମାନେ ସୁନା ଲୁଟି ନେଇଥିଲେ। ଚୋରି ସୁନାର ମୂଲ୍ୟ ପାଖାପାଖି ୨୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।   ଏ ନେଇ ସୋର ଥାନାରେ ଏତଲା ଦେଇଛନ୍ତି ସୁନା କାରିଗର।

   Related Posts