Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଅଜଣା ଜନ୍ତୁ ଆତଙ୍କ : ଜନ୍ତୁ ଆକ୍ରମଣରେ ୨୫ଟି ମେଣ୍ଢା ମୃତ, ୧୦ରୁ ଅଧିକ ଗୁରୁତର ଅଭିଯୋଗ

12/11/2019 at 12:37 PM

ସୋନପୁର ୧୨।୧୧: ପୁଣି ଅଜଣା ଜନ୍ତୁ ଆତଙ୍କ । ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା କୁମୁରାସିଂହା ଗାଁରେ ଅଜଣା ଜନ୍ତୁ ଆତଙ୍କ ଦେଖିବାକୁ ମିଳିଛି । ଅଜଣା ଜନ୍ତୁ ଆକ୍ରମଣରେ ୨୫ଟି ମେଣ୍ଢା ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ମେଣ୍ଢା ଗୁରୁତର ହୋଇଛନ୍ତି ।

ଗତକାଲି ବିଳମ୍ବିତ ରାତିରେ ମେଣ୍ଢାଙ୍କର ମୃତ୍ୟୁ ହୋଇଛି । ଅଜଣା ଜନ୍ତୁ ଆକ୍ରମଣ କରିଥିବା ଗ୍ରାମବାସୀମାନେ  ଅଭିଯୋଗ କରିଛନ୍ତି ।

   Related Posts