Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରବିବାର ୨୫ ତାରିଖ ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

24/04/2021 at 7:42 PM

ମେଷ- ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପଥରୋଧର ସମ୍ମୁଖୀନ ହେବେ । ମଧୁର ବଚନ କହି ଅନ୍ୟମାନଙ୍କର ଆଦରଣୀୟ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ନୂଆ ବନ୍ଧୁ ମିଳିବେ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ବୃଷ- କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ- କର୍ମତତ୍ପରତା ପ୍ରକାଶ ପାଇବ । ପରିବାରରେ ମୁଖ୍ୟ ଭୂମିକା ଗ୍ରହଣ କରିବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭ ଜନକ ହେବ । 

କର୍ମଜୀବି- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ- ଶତ୍ରୁତା ଦେଖାଦେଇ ପାରେ; ମାତ୍ର ଅନିଷ୍ଟ ହେବ ନାହିଁ । ସେବା-ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ- ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ; ମାତ୍ର ସୁଖ ପରିବତ୍ତେ ର୍ ଦୁଃଖ ମିଳିପାରେ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା- ଅଟକି ଥିବା କାର୍ଯ୍ୟରେ ଆଗେଇବେ । ବନ୍ଧୁ ମିଳନ ଶୁଭଦାୟକ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା- ଧୈର୍ଯ୍ୟଧରି କାର୍ଯ୍ୟ କଲେ ସଫଳତା ମିଳିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ଚାକିରି କ୍ଷେତ୍ର ରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ ।

ଚାଷୀ- କାର୍ଯ୍ୟ ମନ୍ଥର ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା- ପଦୋନ୍ନତି ପାଇଁ କାର୍ଯ୍ୟ କରି ଚାଲିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଳାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

କର୍ମଜୀବି- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

ରୋଗୀ-ସତର୍କତାର ଦିନ ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ଧନୁ- ଗୁଣବାନ୍ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦର ଲାଭ କରିବେ । ସୁଖରେ ଦିନଟି ଅତିବାହିତ ହେବ । ଯଶସ୍ୱୀ ହେବେ । ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବେ ।

ଚାଷୀ- କାର୍ଯ୍ୟ ମନ୍ଥର ହେବ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର- କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ନୂଆ ବନ୍ଧୁ ମିଳିବେ ।

ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।

ଚାଷୀ- ପାଣି ପିଅନ୍ତୁ ।

କୁମ୍ଭ- ଆଶାବାଦୀ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ- ସୁଖ-ଶାନ୍ତିରେ ଦିନଟି ଅତିବାହିତ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି ।

ରୋଗୀ- ଅଳସୁଆ ଲାଗିପାରେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

   Related Posts