Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ

13/04/2021 at 10:40 AM

କଳାହାଣ୍ଡି ୧୩।୪: ଜାଲ୍ ସାର୍ଟିଫିକେଟ୍ ଦେଇ ଶିକ୍ଷକ ବହିଷ୍କୃତ । ଜାଲ୍ ସାର୍ଟିଫିକେଟ୍ ବଳରେ ଜିଲ୍ଲାର ବିଭିନ୍ନ ସରକାରୀ ସ୍କୁଲରେ ନିୟୋଜିତ ରହିଥିବା ୨୫ ଜଣ ଅସ୍ଥାୟୀ ଶାରୀରିକ ଶିକ୍ଷା ଶିକ୍ଷକଙ୍କୁ ବହିଷ୍କୃତ କରାଯାଇଛି ।  ପିଇଆଇ ସାର୍ଟିଫିକେଟ୍ ଯାଞ୍ଚରେ ଜାଲିଆତି ଘଟଣା ଜଣାପଡିବା ପରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବହିଷ୍କୃତ ଶିକ୍ଷକଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts