Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଖେଡା ପୋଲିସ ଷ୍ଟେସନରେ ଭୟଙ୍କର ଅଗ୍ନିକାଣ୍ଡ, ୨୫ରୁ ଅଧିକ ଗାଡି ପୋଡି ପାଉଁଶ

7/11/2021 at 10:10 AM

ଗୁଜରାଟ ୦୭/୧୧: ଗୁଜୁରାଟ ଖେଡା ପୋଲିସ ଷ୍ଟେସନରେ ଅଭାବନୀୟ ଘଟଣା । ଥାନା ଭିତରେ ଜଳିଗଲା ୨୫ରୁ ଅଧିକ ବାଇକ୍, କାର୍ ଏବଂ ଅଟୋ । ଥାନା ମାଲଖାନାରେ ଜଳି ଯାଇଛି ଏକାଧିକ ଜବତ ଗାଡି । ଗୁଜରାଟ ଖେଡା ପୋଲିସ ଷ୍ଟେସନ ମାଲଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି ।

ବିଳମ୍ବିତ ରାତିରେ ନିଆଁ ଲାଗି ବହୁ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଦଳକମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲା । କେଉଁ କାରଣରୁ ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନି । ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପହଂଚିବା ପୂର୍ବରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପାଉଁଶ ହୋଇଯାଇଛି।

   Related Posts