ଭଲ ଖବର, ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

Published By : Prameya-News7 Bureau | August 27, 2020 IST

ଭୁବନେଶ୍ୱର, ୨୭|୦୮: ରାଜ୍ୟରରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩୨୩ରେ ପହଁଚିଛି ।

wp:html /wp:html wp:html /wp:html

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଧାରୁ ୪୩୫ ଜଣ ଥିବା ବେଳେ, ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡରୁ ୭୨ ଜଣ ରହିଛନ୍ତି ।

ସେହିପରି ସମ୍ବଲପୁରରୁ ୬୪, ବଲାଙ୍ଗୀରରୁ ୫୧, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୪୭, ଭଦ୍ରକରୁ ୪୩, ଝାରସୁଗୁଡାରୁ ୪୨, ସୋନପୁରରୁ ୩୮, ବରଗଡରୁ ୩୬, ନୟାଗଡରୁ ୩୩, ବୌଦ୍ଧରୁ ୩୧, ଢେଙ୍କାନାଳରୁ ୩୦, କେନ୍ଦ୍ରାପଡାରୁ ୨୫, ରାୟଗଡାରୁ ୨୫, ଜଗତସିଂହପୁରରୁ ୧୭, ନବରଙ୍ଗପୁରରୁ ୧୧, ଅନୁଗୋଳରୁ ୫, ଦେବଗଡରୁ ୩ ଓ ନୂଆପଡାରୁ ୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.