Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

27/08/2020 at 7:33 PM

ଭୁବନେଶ୍ୱର, ୨୭|୦୮: ରାଜ୍ୟରରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩୨୩ରେ ପହଁଚିଛି ।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଧାରୁ ୪୩୫ ଜଣ ଥିବା ବେଳେ, ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡରୁ ୭୨ ଜଣ ରହିଛନ୍ତି ।

ସେହିପରି ସମ୍ବଲପୁରରୁ ୬୪, ବଲାଙ୍ଗୀରରୁ ୫୧, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୪୭, ଭଦ୍ରକରୁ ୪୩, ଝାରସୁଗୁଡାରୁ ୪୨, ସୋନପୁରରୁ ୩୮, ବରଗଡରୁ ୩୬, ନୟାଗଡରୁ ୩୩, ବୌଦ୍ଧରୁ ୩୧, ଢେଙ୍କାନାଳରୁ ୩୦, କେନ୍ଦ୍ରାପଡାରୁ ୨୫, ରାୟଗଡାରୁ ୨୫, ଜଗତସିଂହପୁରରୁ ୧୭, ନବରଙ୍ଗପୁରରୁ ୧୧, ଅନୁଗୋଳରୁ ୫, ଦେବଗଡରୁ ୩ ଓ ନୂଆପଡାରୁ ୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts