Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ୨୬ ଟି ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

12/07/2018 at 9:56 AM

ଉନ୍ନତ ମାନର ସେବା ଯୋଗାଇବାକୁ ରାଜ୍ୟ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି | ଆଜି ୨୬ ଟି ଜରୁରୀକାଳୀନ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ରୋଗୀଙ୍କ ସେବା ପାଇଁ ରାଜ୍ୟର ୯ଟି ଜିଲ୍ଲାରେ ଗଡିବ ଏହି ଆମ୍ବୁଲାନ୍ସ | ସୁନ୍ଦରଗଡ-୧, ବଲାଙ୍ଗିର-୫, ବୌଦ୍ଧ-୪, ଦେବଗଡ-୧, ଗଜପତି-୧, କନ୍ଧମାଳ-୫, ନୟାଗଡ-୩, ସମ୍ବଲପୁର-୫ଟି, ସୋନପୁର-୧ଟି ଆମ୍ବୁଲାନ୍ସ ଚାଲିବ | ପରିବହନ ଭବନରେ ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା |

   Related Posts