Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ତୃତୀୟ ଦିନ ; ଆଜିର ଥିମ୍ ରହିଛି ହେଲଥ୍ ସାଇନ୍ସ

29/12/2018 at 9:44 AM

ଭୁବନେଶ୍ବର ୨୯|୧୨: ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ଆଜି ତୃତୀୟ ଦିନ । ବିଭିନ୍ନ ରାଜ୍ୟରୁ ଆସିଥିବା କୁନି ବୈଜ୍ଞାନିକମାନେ ନିଜର ପ୍ରକଳ୍ପ ପ୍ରଦର୍ଶନ କରୁଛନ୍ତି । ଏଥର ଥିମ୍ ରହିଛି ସାଇନ୍ସ ଟେକ୍ନୋଲୋଜି ଆଣ୍ଡ ଇନୋଭେସନ ଫର ଏ କ୍ଲିନ୍, ଗ୍ରୀନ ଆଣ୍ଡ ହେଲଦି ନେସନ । ଏହିକ୍ରମରେ ଜଳବାୟୁ ଓ ପାଣିପାଗ ପରିବର୍ତ୍ତନ ସଂପର୍କରେ ଶିଶୁ ବିଜ୍ଞାନୀ ଏବଂ ବୈଜ୍ଞାନିକମାନେ ଆଲେ।ଚନା କରୁଛନ୍ତି । ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସରେ ଭାଗ ନେବାକୁ ୮ଶହ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି । ଆଜି ତୃତୀୟ ଦିନରେ ସାଢେ ୯ଟାରୁ ହେଲଥ୍ ସାଇନ୍ସ ଉପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇ ରାତି ୯ଟା ପର୍ଯ୍ୟନ୍ତ ଚାଲିବ । ହେଲଥ୍ ସାଇନ୍ସ ଉପରେ କର୍ମଶାଳା, ବିଜ୍ଞାନ ମେଳା, ଟେକନିକାଲ ସେସନ ସହ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ହେବ ।

   Related Posts