Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ରାଜଧାନୀରୁ ଆଉ ୨୭୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୧୩

12/10/2020 at 4:02 PM

ଭୁବନେଶ୍ୱର ୧୨।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୭୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭୩୫ରେ ପହଞ୍ଚିଛି ।ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୮ ଜଣ ରହିଥିବା ବେଳେ ୨୦୩ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୨୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୯ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts