Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ଗଞ୍ଜାମରେ କମୁଛି ସଂକ୍ରମଣ ହାର, ଆଜି ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

23/08/2020 at 2:19 PM

ବ୍ରହ୍ମପୁର ୨୩।୦୮: ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଏହିପ୍ରରିପେକ୍ଷୀରେ ଆଜି ଗଞାମ ଜିଲ୍ଲାରେ ପୁଣି ୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬୩୪୯ ପହଞ୍ଚିଛି ।

ସେହିପରି ଜିଲ୍ଲାରେ ଆଜି ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯାହାକୁ ମିଶାଇ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି । ତେବେ ବର୍ତ୍ତମାନ ଜିଲ୍ଲାରେ ୧୪,୧୭୯ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ୧୯୮୮ଟି ଆକ୍ଟିଭ୍ କେସ୍‌ ଥିବା ଜଣାପଡିଛି । ଏଭଳି ସଂଗୀନ୍ ପରିସ୍ଥିତିରେ କରୋନା ମହାମାରୀକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ।

   Related Posts