Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭୁବନେଶ୍ୱରରୁ ଆଉ ୨୭୭ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୦୦୦ ଟପିଲା

15/08/2020 at 4:34 PM

ଭୁବନେଶ୍ୱର, ୧୫|୦୮:  ଶନିବାର ରାଜଧାନୀ ଭୁବନେଶ୍ୱରରୁ ୨୭୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୧ଜଣ ରହିଥିବା ବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୩୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।

ରାଜଧାନୀରେ ଏବେସୁଦ୍ଧା ୫୧୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୨୫୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୨୩ଜଣ ପ୍ରାଣ ହରାଇଥିବା ବେଳେ ୧୮୩୯ଟି ସକ୍ରିୟ କେସ୍ ରହିଛି ।

   Related Posts