Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଜଳପଥ ଦେଇ ଓଡ଼ିଶାରେ ପହଁଞ୍ଚିଲେ ୨୭ ଜଣ ବ୍ୟକ୍ତି

20/04/2020 at 4:37 PM

ବ୍ରହ୍ମପୁର୨୦/୪: ଓଡିଶାର ୧୦ ଜଣ ଓ ଆନ୍ଧ୍ରପ୍ରଦେଶର ୧୭ ଜଣ ମୋଟ୍ ୨୭ ଜଣ ଜଳ ପଥ ଦେଇ ଡଙ୍ଗାରେ ଚେନ୍ନାଇରୁ ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ଓଡିଶାରେ ପହଞ୍ଚିବା ପରେ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମ୍ ପୁଲିସ୍ ସମସ୍ତଙ୍କୁ ଧରି ପୁସ୍ତପୁର ନୋଡାଲ ସ୍କୁଲରେ କ୍ବାରେଣ୍ଟାଇନ୍‌ରେ ରଖିଥିବା ସୂଚନା ମିଳିଛି। ୧୦ ଜଣ ଓଡିଆଙ୍କ ମଧ୍ୟରୁ ୯ ଜଣ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଳକ୍ ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଜଣେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳର ବୋଲି ସୂଚନା ମିଳିଛି ।

   Related Posts