Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଭୁବନେଶ୍ବରରୁ ଦିନକରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୧ ସୁସ୍ଥ

26/07/2021 at 8:25 PM

ଭୁବନେଶ୍ବର ୨୬/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ଖସୁଛି କିନ୍ତୁ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୮୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୨୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୮, ୩୫୨ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୫,୫୪୦ ଜଣ ସୁସ୍ଥ ହୋଇସାରିଛନ୍ତି । ୭୭୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୧୫ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts