Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ମାଲକାନଗିରିରେ ୩୬ କରୋନା ସଂକ୍ରମିତ ଚିହ୍ନଟ, ଏମାନଙ୍କ ମଧ୍ୟରୁ ୨୯ ବିଏସଏଫ ଯବାନ

30/06/2020 at 12:07 PM

ମାଲକାନଗିରି ୩୦।୬: ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଉ ୨୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରେ ୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୨୯ ଜଣ ବିଏସଏଫ ଯବାନ ଅଛନ୍ତି । ଏହି ବିଏସଏଫ ଯବାନମାନେ ମାଲ୍ୟବନ୍ତ ବୟେଜ୍ ହଷ୍ଟେଲ, ଜୁନିୟର ସାଇନ୍ସ କଲେଜ ହଷ୍ଟେଲରେ ରହୁଥିଲେ । ଏହି ଯବାନମାନେ ବିହାର, ଝାଡଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଭଳି ବିଭିନ୍ନ ରାଜ୍ୟରୁ ଆସିଥିଲେ । ମାଲକାନଗିରି ଜିଲ୍ଲାପାଳଙ୍କ ପକ୍ଷରୁ ଟ୍ବିଟ୍ କରି ଏ ସଂପର୍କରେ ସୂଚନା ଦିଆଯାଇଛି ।

ମାଲକାନଗିରି ଜିଲ୍ଲାରେ ଏପର୍ଯ୍ୟନ୍ତ ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫୨ ଜଣ ସୁସ୍ଥ ହୋଇଛନ୍ତି । ୪୪ଟି ଆକ୍ଟିଭ କେସ୍ ରହିଛି ।

   Related Posts