ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କାଲି କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 28, 2021 IST

wp:code
                                                          
/wp:code

ମେଷ – କାର୍ଯ୍ୟରେ ଉନ୍ନତି ଘଟିବ । ଧନକ୍ଷୟ ହେବାର ସୂଚନା ମିଳୁଛି । ଇର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବୃଷ – ମନରେ ଉଦ୍‌ବେଗ ଜାତ ହୋଇପାରେ । ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାକୁ ବ୍ରତଭାବେ ଗ୍ରହଣ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଦୈନଦିନ କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଅଯଥା ଖର୍ଚ୍ଚ କରି ମନସ୍ତାପ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – କାର୍ଯ୍ୟରେ ପୂର୍ବ ପ୍ରସ୍ତୁତିକୁ ବଦଳାଇ ନୂତନ ପଦକ୍ଷେପ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ସିଂହ – ଗୃହକାର୍ଯ୍ୟରେ ଲାଗି ପଡିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନକୁ ମହାପୁଣ୍ୟ ଭାବେ ବିବେଚନା କରି ଆବଶ୍ୟକ ପଦକ୍ଷେପ ନେବେ । ବ୍ୟକ୍ତିତ୍ୱର ଜ୍ଞାନ-ଗରିମା ପ୍ରକଟିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଶତ୍ରୁ ଚିନ୍ତାରେ ମନ ବ୍ୟସ୍ତ ରହିପାରେ । ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଥଣ୍ଡା-କଫ ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ଭାଇ ସହଯୋଗ ପାଇ ତେଜସ୍ମର ହୋଇ ଉଠିବେ । ସୌଭାଗ୍ୟଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଆବଶ୍ୟକତା ଅନୁସାରେ ଅର୍ଥ ନିଅଣ୍ଟ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ଯୋଜନା ଅନୁସାରେ କାର୍ଯ୍ୟରେ ଆଗକୁ ବଢିବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଖାଦ୍ୟ ପଦାର୍ଥ ସୁଲଭ ଓ ସୁସ୍ୱାଦୁ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମାଲି ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ବ୍ୟୟବୃଦ୍ଧିର ସୂଚନା ମିଳୁଛି । ଥଣ୍ଟା- କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ରହିବାକୁ ଇଚ୍ଛା କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ମକର – ଆର୍ଥିକ ଦୁରବସ୍ଥାରେ ସୁଧାର ଆସିବ । କାର୍ଯ୍ୟ ସିଦ୍ଧି ହେବାର ସୂଚନା ମିଳୁଛି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ - ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟିବ । କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧିହସ୍ତ ହେବେ । କୁଳଦୀପକ ହୋଇପାରନ୍ତି । ଦୟାଳୁ ସ୍ୱଭାବର ସମ୍ପନ୍ନ ହେତୁ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ - ଆୟ ବୃଦ୍ଧିର ସୂଚନା ମିଳୁଛି । ସେବା ପୂଜାରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.