Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଭୁବନେଶ୍ବରରୁ ଦିନକରେ ୨୯୫ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୬ ସୁସ୍ଥ

13/07/2021 at 8:37 PM

ଭୁବନେଶ୍ବର୧୩/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୯୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୪୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୪, ୨୭୩ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୨,୬୧୭ ଜଣ ସୁସ୍ଥ ହୋଇସାରିଛନ୍ତି । ୫୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୦୩ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୧୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts