Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ସଂସଦର ବଜେଟ୍ ଅଧିବେଶନର ଆଜି ଦ୍ବିତୀୟ ଦିନ

18/06/2019 at 9:52 AM

ନୂଆଦିଲ୍ଲୀ ୧୮|୬: ସଂସଦର ବଜେଟ୍ ଅଧିବେଶନର ଆଜି ଦ୍ବିତୀୟ ଦିନ । ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନରେ ନବ ନିର୍ବାଚିତ ସାଂସଦ ଶପଥ ନେଇଥିଲେ । କାମଚଳା ବାଚସ୍ପତି ଡକ୍ଟର ବୀରେନ୍ଦ୍ର କୁମାର ନବ ନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇଛନ୍ତି । ଆଜି ମଧ୍ୟ ଆଉ କିଛି ସାଂସଦ ଶପଥ ନେବେ । ଆସନ୍ତାକାଲି ଲୋକସଭା ବାଚସ୍ପତି  ଚୟନ କରାଯିବ ।

ପ୍ରଧାନମନ୍ତ୍ରୀ ସମସ୍ତ ରାଜନୈତିକ ଦଳର ଅଧ୍ୟକ୍ଷଙ୍କ ସହ ଏକ ରାଷ୍ଟ୍ର ଏକ ଭୋଟ ଉପରେ ଆଲୋଚନା କରିବେ । ୨୦ରେ ସଂସଦର ସେଣ୍ଟ୍ରାଲ ହଲରେ ରାଷ୍ଟ୍ରପତି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ। ଜୁଲାଇ ୫ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୧୯-୨୦ ଆର୍ଥକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।  ଏହି ଅଧିବେଶନ କାଳରେ ତିନି ତଲାକ ବିଲ୍‍ ସମେତ ଶିକ୍ଷକ ସଂରକ୍ଷଣ ବିଲ୍‍, ଆଧାର ଏବଂ ଅନ୍ୟାନ୍ୟ କେତେକ ସଂଶୋଧିତ ବିଲ୍‍ ଉପସ୍ଥାପନ କରାଯିବ । ବଜେଟ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟଦିବସ ରହିଛି ।

   Related Posts