Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

୧୮ରୁ ୪୪ବର୍ଷ ବୟସ ବର୍ଗଙ୍କୁ ଦିଆଯିବ ଦ୍ବିତୀୟ ଡୋଜ୍ ଟିକା, ଆସନ୍ତା ୮ ଓ ୯ରୁ ହେବ ସ୍ବତନ୍ତ୍ର ଡ୍ରାଇଭ୍

4/06/2021 at 12:57 PM

ଭୁବନେଶ୍ବର ୪।୬: ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କ ଦ୍ବିତୀୟ ଡୋଜ ଟିକାକରଣ ପାଇଁ ବିଏମ୍‌ସିର ପ୍ରସ୍ତୁତି । ଆସନ୍ତା ୮ ଓ ୯ ତାରିଖରୁ ଆରମ୍ଭ ହେବ ସ୍ବତନ୍ତ୍ର ଡ୍ରାଇଭ୍ । ଟିକାର ଅଭାବ କାରଣରୁ ବନ୍ଦ ଥିବା ମୋବିଲାଇଜେସନ କେନ୍ଦ୍ର ପୁଣି ହେବ କାର୍ଯ୍ୟକ୍ଷମ ।

ପୂର୍ବରୁ ଗତ ମେ’ ୩, ୪ ଓ ୫ ତାରିଖରେ ପ୍ରଥମ ଡୋଜ୍ ନେଇଥିବା ବ୍ୟକ୍ତିଙ୍କୁ ଦିଆଯିବ ଦ୍ବିତୀୟ ଡୋଜ୍ ଟିକା । ମୋବିଲାଇଜେସନ ସେଣ୍ଟର ଜରିଆରେ ଟିକା ନେଇଥିବା ବ୍ୟକ୍ତିଙ୍କୁ ବିଏମସି ପକ୍ଷରୁ ସୂଚନା ଦିଆଯିବା ସହ ପୂର୍ବରୁ ଦେଇଥିବା କେନ୍ଦ୍ରରେ ହିଁ ଟିକା ଦିଆଯିବ ।

ତେବେ ଯେଉଁମାନେ କୋୱିନ୍ ଆପ୍ ଜରିଆରେ ସ୍ଲଟ୍ ବୁକିଂ କରି ଟିକା ନେଇଥିଲେ ସେମାନଙ୍କୁ ପୁଣି ସ୍ଲଟ ବୁକିଂ କରିବାକୁ ହେବ । ଟିକାର ପରିମାଣକୁ ଦୃଷ୍ଟିରେ ରଖି ଟିକାକରଣ କରାଯିବ । ସୂଚନା ଦେଲେ ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ।

   Related Posts