Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ନଭେମ୍ବରରେ ମିଳିବ ‘କାଳିଆ’ ଟଙ୍କା

29/10/2019 at 10:41 PM

ଭୁବନେଶ୍ୱର ୨୯।୧୦ : ଆସନ୍ତା ନଭେମ୍ବର ମାସରେ ମିଳିବ କାଳିଆ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା। ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଯୋଗ୍ୟ ହିତାଧିକାରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ଅନୁଦାନ ପ୍ରଦାନ ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବୈଠକରେ କୁହାଯାଇଥିଲା।

ଲୋକସେବା ଭବନରେ ବସିଥିବା ବୈଠକ ଶେଷରେ କୃଷି ସଚିବ ସୌରଭ ଗର୍ଗ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବୈଠକରେ କୃଷି ସଚିବଙ୍କ ସମେତ ଅର୍ଥ ସଚିବ ଅଶୋକ ମୀନାଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଅଯୋଗ୍ୟ ହିତାଧିକାରୀ ମାନଙ୍କ ଠାରୁ ଟଙ୍କା ଫେରସ୍ତ ନେଇ ଉଦ୍ୟମ ଜାରି ରହିଛି ବୋଲି କୃଷି ସଚିବ ଏହି ଅବସରରେ ସୂଚନା ଦେଇଛନ୍ତି ।

   Related Posts