Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଜଗତସିଂହପୁର ଥାନାର ଦୁଇ ପୋଲିସ୍ କର୍ମଚାରୀ ନିଲମ୍ବିତ

18/09/2018 at 12:14 PM

ଜଗତସିଂହପୁର ୧୮/୯: ଜଗତସିଂହପୁର ଥାନାରେ ଏସପି ଓ.ଆର. ପ୍ରକାଶ  ଦୁଇ ପୋଲିସ୍ କର୍ମଚାରୀ ଏଏସଆଇ ରବୀନ୍ଦ୍ର ନାଥ ସେନାପତି   ଏବଂ  ଓଏପିଏଫ ଶିବ ଯାନୀଙ୍କୁ ନିଲମ୍ବିତ କରିଛନ୍ତି। । ଗତ ୪ ଦିନ ତଳେ ସାମାନ୍ୟ ଘଟଣାରେ ସଦର ଥାନା ଓଡ଼ିଶା ଗାଁର ଲିଙ୍ଗରାଜ ଦାସ ନାମକ ଜଣେ ଯୁବକଙ୍କୁ ରାତି ଅଧରେ ଘରୁ ଉଠାଇ ଆଣିବା ସହ ହାଜତ ଭିତରେ ପଶାଇ ନିସ୍ତୁକ ମାଡ଼ ମାରି ଗୁରୁତର କରିଥିଲେ । ଗୁରୁତର ଅବସ୍ଥାରେ ସଂପୃକ୍ତ ଯୁବକ ଏବେ ଜଗତସିଂହପୁରର  ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଏହି ଘଟଣା ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଏସପି ଏହାର ତଦନ୍ତ କରି ଏହି ଦୁଇ କର୍ମଚାରୀଙ୍କୁ ନିଲମ୍ବନ କରିଥିବାର ଜଣା ଯାଇଛି । ଆରପଟେ ଅନ୍ୟ ଅଭିଯୁକ୍ତ ପୋଲିସ କର୍ମଚାରୀ ପିଏସଆଇ ରଶ୍ମିରଞ୍ଜନ ମଲ୍ଲିକଙ୍କର ତଦନ୍ତ ଚାଲିଥିବାର ଏସପି ସୂଚନା ଦେଇଛନ୍ତି ।

   Related Posts