Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ

7/07/2020 at 9:11 PM

ଭୁବନେଶ୍ବର୭/୭: ଭୁବନେଶ୍ୱର ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଲା ପରିବହନ ବିଭାଗ । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି।

   Related Posts