Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ପୁଣି ୩ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ, ଥାନା ପରିସର ହେଲା କଣ୍ଟେନମେଣ୍ଟ ଜୋନ୍

21/07/2020 at 2:53 PM

ଖୋର୍ଦ୍ଧ।୨୧।୭: ଖୋର୍ଦ୍ଧ। ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଖୋର୍ଦ୍ଧ। ଆଦର୍ଶ ଥାନାର ତିନି ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆସନ୍ତା ୨୩ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଜିଲ୍ଲାପାଳ ଆଦର୍ଶ ଥାନା ପରିସର ଓ ସଂପୃକ୍ତ କର୍ମଚାରୀ ରହୁଥିବା ପୁରୁଣା ସଦର ଥାନା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଷୋଷନା କରିଛନ୍ତି ।

ସେହିପରି ଆଦର୍ଶ ଥାନା ପରିସରକୁ ସାନିଟାଇଜ୍ କରାଯିବା ସହ ଅନ୍ୟ କର୍ମଚାରୀଙ୍କ ସ୍ବାବ୍ ନମୁନା ସଂଗ୍ରହ କରାଯାଇଛି । କୌଣସି ବ୍ୟକ୍ତିଙ୍କର ଅଭିଯୋଗ ଥିଲେ ସେମାନେ ଥାନା ଗେଟ୍ ରେ ଲାଗିଥିବା ବାକ୍ସରେ ପକେଇବାକୁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । 

   Related Posts