Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ବିଷାକ୍ତ ଛତୁ ଖାଇ ୨ ଶିଶୁଙ୍କ ସମେତ ୩ ଜଣ ଗୁରୁତର

19/03/2019 at 9:38 AM

କେନ୍ଦୁଝର ୧୯/୩ : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମିରିଗିଖଜି ଗାଁରେ ବିଷାକ୍ତ ଛତୁ ଖାଇ ୩ ଜଣ ଅସୁସ୍ଥ ହୋଇଛନ୍ତି | ଗୋଟିଏ ପରିବାରର ୨ ଶିଶୁଙ୍କ ସହ ଜେଜେମା ଅସୁସ୍ଥ ଅଛନ୍ତି | ଅସୁସ୍ଥ ଅବସ୍ଥାରେ ପ୍ରଥମେ ୩ ଜଣଙ୍କୁ ପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା | କିନ୍ତୁ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା |

   Related Posts