ଓଲଟିଲା ପିକ୍ଅପ୍ ଭ୍ୟାନ୍ ; ୩ମୃତ, ୧୦ ଗୁରୁତର
11/02/2019 at 12:44 PM

ମାଲକାନଗିରି ୧୧|୨: ମାଲକାନଗିରି ଜିଲ୍ଲା ସଲପପଦର ଗାଁ ନିକଟରେ ଦ୍ରୁତ ଗତିରେ ଯାଉଥିବା ପିକ୍ ଅପ୍ ଭ୍ୟାନ୍ ଓଲଟିପଡିବା ଯୋଗୁଁ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତମାନଙ୍କୁ ମାଥିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021
ହାରୁଛି କରୋନା, ଜିତୁଛି ଓଡ଼ିଶା: ସୁସ୍ଥ ହେଲେ ଆଉ ୨୨୦ ସଂକ୍ରମିତ
17 January 2021
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021