Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଖାଦାନରେ ପଥର ଖଣ୍ଡ ତଳେ ଚାପି ହୋଇଗଲେ ତିନି ଶ୍ରମିକ, ୨ ମହିଳା -ଜଣେ ପୁରୁଷ

28/04/2020 at 5:48 PM

ପୁରୁଷୋତ୍ତମପୁର୨୮/୪:  କାମ କରିବା ବେଳେ ପଥର ଖସି ୩ ଶ୍ରମିକଙ୍କ ମୃତ୍ୟୁ। ପଥର କୁଆଁରୀ ଅଞ୍ଚଳରେ  ଏଭଳି ଅଘଟଣ ଘଟିଛି। ଏହି ଘଟଣା ପୁରୁଷୋତ୍ତମପୁର ଥାନା ଭାଟକୁମାରଡା ଗାଁ ଅଞ୍ଚଳର। ମୃତଙ୍କ ମଧ୍ୟରେ ୨ ଜଣ ମହିଳା ଏବ ଜଣେ ପୁରୁଷ ଅଛନ୍ତି। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ।   

   Related Posts